Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ନଦୀରେ ବୁଡି ଜଣେ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

15/05/2019 at 12:24 PM

ଜଳେଶ୍ବର ୧୫|୫: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ବାଉଁଶଖଣା ଗାଁରେ ଅଭାବନୀୟ ଘଟଣା ଘଟିଛି । ସୁବର୍ଣ୍ଣରେଖା ନଦୀରେ ବୁଡି ଜଣେ ବ୍ୟକ୍ତି ନିଖୋଜ ହୋଇଛନ୍ତି । ରମେଶ ବଢେଇ ନାମକ ଜଣେ ବ୍ୟକ୍ତି ନଦୀକୁ ଯାଇଥିବା ବେଳେ ନିଖୋଜ ହୋଇଯାଇଛନ୍ତି । ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

   Related Posts