Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ, କିଛି ଦିନ ତଳେ ସ୍ତ୍ରୀଙ୍କର ହୋଇଥିଲା ମୃତ୍ୟୁ

25/09/2021 at 5:44 PM

ଜି.ଉଦୟଗିରି ୨୫।୯: ବିଦ୍ୟୁତ ଆଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ଶନିବାର ସକାଳେ ଜି.ଉଦୟଗିରି ସହରର ବରାଳିନୀ ସାହିର ସୁବାସ ଚନ୍ଦ୍ର ସାହୁଙ୍କର ବିଦ୍ୟୁତ ଆଘାତ ଲାଗି ମୃତ୍ୟୁ ହୋଇଛି । ତାଙ୍କ ବୟସ ୪୭ ବର୍ଷ ବୋଲି ଜଣାପଡିଛି । ଗତ କିଛି ଦିନ ତଳେ ସୁବାସଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଶନିବାର ସୁବାସଙ୍କ ମୃତ୍ୟୁ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବିଦ୍ୟୁତ ଆଘାତ ଲାଗିବା ପରେ ତାଙ୍କୁ ଜି.ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ସ୍ତ୍ରୀଙ୍କ ମୃତ୍ୟୁ ପରେ ସୁବାସ ମାନସିକ ଚାପରେ ଥିଲେ। ତାଙ୍କର କୌଣସି ସନ୍ତାନସନ୍ତତି ନଥିଲେ ।

   Related Posts