Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଘର ବାରିପଟୁ ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା

6/08/2020 at 4:58 PM

ସାନଖେମୁଣ୍ଡି ୬।୮: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଜୟନଗର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସେହି ଗ୍ରାମର ପବିତ୍ର ଗୌଡ ଘର ବାରିପଟେ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।

ଖବର ପାଇ ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts