Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଘର ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

10/10/2020 at 6:05 PM

ସାନଖେମୁଣ୍ଡି ୧୦।୧୦: ଗଞ୍ଜାମ ଜିଲ୍ଲା ହିଂଜିଳି କାଟୁ ଥାନା ଅନ୍ତର୍ଗତ ବୁଗୁଡା ପଲି ଗ୍ରାମରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ନାମ ଚିନା ଦାସ । ତାଙ୍କ ବୟସ ୪୬ ବର୍ଷ ବୋଲି ଜଣା ପଡିଛି ।

ସୂଚନାଯୋଗ୍ୟ ଯେ, ଚିନା ଦାସଙ୍କ ସ୍ତ୍ରୀ ଲକ୍ଷ୍ମୀ ଦାସ ସକାଳୁ ଉଠି ଦେଖିଲେ ତାଙ୍କ ସ୍ବାମୀ ଘରେ ନାହାନ୍ତି । ବାହାରକୁ ଯାଇ ଦେଖିଲା ପରେ ତାଙ୍କର ସ୍ବାମୀ ଏକ ଗଛ ପାଖରେ ସ୍ବାମୀ ପଡିଥିବାର ଦେଖିଥିଲେ । ଏହାପରେ ଘର ଲୋକଙ୍କ ଜଣାଇବା ପରେ ତାଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ । ଫଳରେ ଏ ନେଇ ହିଂଜିଳି ଥାନାରେ ଖବର ଦେଇଥିଲେ । ହିଂଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇଛି । ତେବେ ସାପ କାମୁଡାରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ସନ୍ଦେହ କରୁଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ତଦନ୍ତ ପରେ ପ୍ରକୃତ କାରଣ ଜଣା ପଡିବ ବୋଲି ଘର ଲୋକେ କହିଛନ୍ତି ।

   Related Posts