Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ରାଜନୈତିକ ଶତ୍ରୁତାରୁ ହତ୍ୟା, କାଠ ଫାଳିଆରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ

16/04/2019 at 9:47 AM

ଆସ୍କା ୧୬|୪: ଗଞ୍ଜାମ ଜିଲ୍ଲା ଆସ୍କା ଥାନା ସାନଖେମୁଣ୍ଡିରେ ରାଜନୈତିକ କାରଣରୁ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଆସ୍କା ଥାନା ଅନ୍ତର୍ଗତ ଖଣ୍ଡଦୌଳି ଗୌଡଗୋଠ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ସେହି ଗାଁର କଂଗ୍ରେସ ନାୟକ । ତାଙ୍କ ବୟସ ୫୦ବର୍ଷ ।

ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରେ ଶୌଚ କରିବାକୁ ଯାଉଥିବା ବେଳେ କାଠ ଫାଳିଆରେ ମୁଣ୍ଡକୁ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ତାଙ୍କୁ ଗୁରୁତର ଅବସ୍ଥାରେ ଆସ୍କା ମେଡିକାଲକୁ ନିଆଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts