Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ନୀଳଗିରିରେ ଯୁବକଙ୍କୁ ପିଟି ପିଟି ହତ୍ୟା

9/09/2019 at 9:39 AM

ନୀଳଗିରି ୯/୯: ବାଲେଶ୍ବର ଜିଲ୍ଲା ନୀଳଗିରିରେ ଯୁବକଙ୍କୁ ପିଟି ପିଟି ହତ୍ୟା  କରାଯାଇଛି। ବାଘମରା ଅଞ୍ଚଳରୁ ମିଳିଛି  ଯୁବକଙ୍କ ମୃତଦେହ ।

ମୃତକ ହେଲେ ବାବୁରାମ ସିଂ । ଗାଁର ବୁଦୁ ସିଂଙ୍କ ଘରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ପରିବାର ଲୋକେ ହତ୍ୟା ଅଭିଯୋଗ  ଆଣିଛନ୍ତି।ଘଟଣାସ୍ଥଳରେ ନୀଳଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts