Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||

ଜଗତସିଂହପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା : ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ଏଡିଜେ କୋର୍ଟ

10/09/2019 at 3:01 PM

ଜଗତସିଂହପୁର ୧୦।୯: ଜଗତସିଂହପୁର ଜିଲ୍ଲା ଗଡହରିଶପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ହୋଇଛି । ଅଭିଯୁକ୍ତ ଲବ ମାନ୍ନାକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ ।

ସୂଚନାଯୋଗ୍ୟ ଯେ, ୨୦୧୮ ମସିହା ମାର୍ଚ୍ଚ ୨୧ତାରିଖରେ ଘଟିଥିଲା ଘଟଣା । ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିଲା ଅଭିଯୁକ୍ତ । ଏହାପରେ ପରିବାରଲୋକ ଅଭିଯୁକ୍ତ ବିରୋଧରେ ଥାନାରେ ଏତଲା ଦାୟର କରିଥିଲେ । ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା । ତେବେ ଆଜି ଏଡିଜେ କୋର୍ଟ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି ।

   Related Posts