Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଘର ବାହାରକୁ ଯାଇ ଆଉ ଫେରିଲେନି ଯୁବକ, ଗଛରେ ଝୁଲୁଥିଲା ମୃତଦେହ

28/09/2020 at 12:29 PM

ଆନନ୍ଦପୁର, ୨୮|୦୯  : କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା କଣ୍ଟାବଣିଆ ଗାଁରେ ବେକେର ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଯୁବକ ଗାଁର ମଦନ ଜେନାଙ୍କ ପୁଅ ପବିତ୍ର ମୋହନ । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

ପରିବାର ଲୋକେ ପବିତ୍ରଙ୍କ ଆତ୍ମହତ୍ୟାର କାରଣ ସମ୍ପର୍କରେ କୈଣସି ସଠିକ୍ ତଥ୍ୟ ଦେଇପାରି ନାହାଁନ୍ତି । ପାରିବାରିକ କଳହକୁ କେନ୍ଦ୍ରକରି ପବିତ୍ର ଏପରି  କରିଥିବା ସନ୍ଦେହ ହୋଇଛି । ରବିବାର ସନ୍ଧ୍ୟାରେ ପବିତ୍ର ଘରୁ ବାହାରି ଯାଇ ଆଉ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି କରିବାପରେ ରାତିରେ ଘର ଠାରୁ କିଛିବାଟ ଦୂରରେ ଥିବା ଏକ ଗଛରେ ତାଙ୍କୁ  ଝୁଲନ୍ତା ଅବସ୍ଥାରେ ପାଇଥିଲେ ।

ପରିବାର ଲୋକେ ପବିତ୍ରଙ୍କୁ ଉଦ୍ଧାର କରି ତୁରନ୍ତ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ପହଁଞ୍ଚାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହିଘଟଣାରେ ପୋଲି ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି ।

   Related Posts