Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ
  • ||
  • କାଳିଠୁ କୋଣାର୍କ ମନ୍ଦିର ବନ୍ଦ
  • ||
  • ଗ୍ୟାଙ୍ଗଷ୍ଚର ହାଇଦର ଗିରଫ ।। ତେଲେଙ୍ଗାନାରୁ ଗିରଫ କଲା ପୋଲିସ ।। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ।। ଏପ୍ରିଲ ୧୦ରେ କଟକ ଏସସିବି ମେଡିକାଲ କଲେଜ ହସ୍ପିଟାଲରୁ ହୋଇଯାଇଥିଲା ଫେରାର
  • ||
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||

ଗୁଣି ଗାରେଡିକୁ କେନ୍ଦ୍ରକରି ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ହତ୍ୟାକାରୀ

25/06/2019 at 11:41 AM

ବ୍ରହ୍ମପୁର ୨୫|୬: ଗୁଣି ଗାରେଡିକୁ କେନ୍ଦ୍ର କରି ଜଣଙ୍କୁ ହତ୍ୟା ଅଭିଯୋଗ ହୋଇଛି । ପୁରୁଷୋତ୍ତମପୁର ଥାନା ଧୋହାଡି ପାଟପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ କୃଷ୍ଣ ପ୍ରଧାନ । କୃଷ୍ଣଙ୍କୁ ସେହି ଗାଁର ମୁରଲୀ ପ୍ରଧାନ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଆଜି ସକାଳୁ କୃଷ୍ଣ ବିଲକୁ ଯାଉଥିବା ବେଳେ ମୁରଲୀ ଅଚାନକ ଭାବେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା । ଫଳରେ କୃଷ୍ଣଙ୍କର ମୃତ୍ୟୁ ହୋଇଛି । ଗୁଣି ସନ୍ଦେହକୁ ନେଇ ମୁରଲୀ ଏବଂ କୃଷ୍ଣଙ୍କ ପରିବାର ମଧ୍ୟରେ ଥିଲା ଶତ୍ରୁତା । ହତ୍ୟାକାରୀ ମୁରଲୀ ପ୍ରଧାନ ହିଞ୍ଜିଳି ଥାନାରେ ଆତ୍ମସମର୍ପଣ କରିଛି । ପରେ ପୁରୁଷୋତ୍ତମପୁର ଥାନା ପୋଲିସକୁ ମୁରଲୀକୁ ହସ୍ତାନ୍ତର କରିଛି ହିଞ୍ଜିଳି ପୋଲିସ ।

   Related Posts