Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ବ୍ୟବହୃତ ପିପିଇ କିଟ୍ ପିନ୍ଧି ବୁଲିଲେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତି…

10/08/2020 at 2:20 PM

ବାଲିଗୁଡ଼ା ୧୦।୦୮ : ମାନସିକ ବିକାରଗ୍ରସ୍ତ ବ୍ୟକ୍ତି ପିନ୍ଧିଛି ପିପିଇ କିଟ୍ । ଏହାକୁ ଦେଖି ଲୋକେ ଆଶ୍ଚର୍ଯ୍ୟ ହେବା ସହିତ ଭୟଭୀତ ହୋଇପଡ଼ିଛନ୍ତି । ଏପରି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ରାଇକିଆ ବସଷ୍ଟାଣ୍ଡରେ ।

ବସଷ୍ଟାଣ୍ଡରେ ଏହି ବ୍ୟକ୍ତି ଜଣଙ୍କ ପିପିଇ କିଟ୍  ପିନ୍ଧି ବୁଲୁଥିବା ବେଳେ ଲୋକେ ଦେଖିବାକୁ ପାଇଥିଲେ । କରୋନା ଚିକିତ୍ସା ପରେ ବେଳେ ବେଳେ ପିପିଇ କିଟ୍ ଏଣେ ତେଣେ ଫିଙ୍ଗି ଦିଆଯାଉଥିବା ଦେଖିବାକୁ ମିଳିଛି । ଏହି ବ୍ୟକ୍ତି ଜଣଙ୍କ କୌଣସି ସ୍ଥାନରୁ ବ୍ୟବହୃତ ପିପିଇ କିଟ୍ ପାଇ  ପିନ୍ଧି ପକାଇଥିବା ସନ୍ଦେହ କରାଯାଉଛି । ତେବେ ସ୍ଥାନୀୟ ଲୋକେ କୌଶଳକ୍ରମେ ଏହି ବ୍ୟକ୍ତିଠାରୁ ପିପିଇ କିଟ୍ କୁ ବାହାର କରି ପୋଡ଼ି ଦେଇଛନ୍ତି।

   Related Posts