Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୪କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ହାଣି ହତ୍ୟା

23/12/2018 at 11:49 AM

ସମ୍ଵଲପୁର ୨୩|୧୨: ସମ୍ଵଲପୁର ବୁର୍ଲା ଥାନା ର ଚିପିଲିମା ଫାଣ୍ଡି ଅନ୍ତର୍ଗତ ସତୁପାଲି ଠାରେ ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନା କୃଷ୍ଣ ଚନ୍ଦ୍ର ବେସ୍ରା(୪0)।

ସେ ନିକଟସ୍ଥ ଏକ ରାଇସ ମିଲ ରେ କାମ ୱାଚମ୍ୟାନ କାମ କରିବା ସହ ଏକ ସାଇକେଲ ମରାମତି ଦୋକାନ କରି ପରିବାର ପ୍ରତିପାଳନ କରୁଥିଲେ। ତେବେ ଗତ ରାତିରେ କିଛି ଦୁର୍ବୁର୍ତ୍ତ ଆସି ଧାରୁଆ ଅସ୍ତ୍ରରେ ତାଙ୍କୁ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବୁର୍ଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ କରୁଛି । ତେବେ ଏହା ପୂର୍ବ ଶତ୍ରୁତା ନା ଏହା ପଛରେ ଆଉ କିଛି କାରଣ ରହିଛି ତାହା ତଦନ୍ତ ପରେ ଜଣା ପଡିବ।

   Related Posts