Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ମାନସିକ ବିକାରଗ୍ରସ୍ତ ଯୁବକଙ୍କ ମୃତଦେହ ଉଦ୍ଧାର, ପାଣି ନପାଇ ଜୀବନ ହାରିଥିବା ସନ୍ଦେହ

3/04/2021 at 12:49 PM

ଆଠଗଡ,୦୩/୦୪:  କଟକ ଜିଲ୍ଲା ଖୁଣ୍ଟୁଣି ଥାନ ଅନ୍ତର୍ଗତ ରହାଙ୍ଗୁଳ ଗାଁରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏହି ୩୦ ବର୍ଷିୟ ଯୁବକଙ୍କ ମୃତଦେହ ଖଣ୍ଡୁଆଳି ନୂଆଗାଁର ନିକଟ ମଗଧ ପଡିଆ ପାଖରେ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ ।

ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଖୁଣ୍ଟୁଣି ପୋଲିସ୍ ପହଞ୍ଚି ମୃତଦେହକୁ ଜବତ କରି ଆଠଗଡ଼ ଡ଼ାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।  ଜଙ୍ଗଲ ମଧ୍ୟକୁ ଯାଇଥିବବେଳେ ପାଣି ନପାଇ ଯୁବକଜଣଙ୍କ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି । ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ସଠିକ୍ ତଥ୍ୟ ଜଣ ପଡ଼ିବ ବୋଲି ଖୁଣ୍ଟୁଣି ଥାନ ଅଧିକାରୀ ସୁଚନା ଦେଇଛନ୍ତି।

   Related Posts