Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି

17/10/2021 at 7:27 AM

ଭୁବନେଶ୍ୱର, ୧୭|୧୦: ମନୀଷ ଅନୁରାଗ ମୃତ୍ୟୁ ମାମଲା। ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି । ୩ ଅଭିଯୁକ୍ତଙ୍କର ୫ ଦିନ ପାଇଁ ରିମାଣ୍ଡ ଆବେଦନ କରିଥିଲା କମିଶନରେଟ୍ ପୋଲିସ । ଆଜି ୧୬୪ ରେ ଅଭିଯୁକ୍ତଙ୍କ ବୟାନ ରେକର୍ଡ କରାଯିବ। ପରେ ରିମାଣ୍ଡ ଆବେଦନ ଉପରେ ଶୁଣାଣି କରାଯିବ ।

ଶନିବାର ଜେ.ଏମ୍ .ଏଫ୍ .ସି କୋର୍ଟରେ ଏମାନଙ୍କୁ ହାଜର କରାଯାଇଥିଲା। ଦିନେଶ ମହାପାତ୍ର , ମୃତ୍ୟଞ୍ଜୟ ମିଶ୍ର ,ଅମ୍ରିତ ବିଶ୍ବାଳଙ୍କ ମଧ୍ୟରୁ କେବଳ ଅମ୍ରିତଙ୍କ ଜାମିନ ପାଇଁ ଆବେଦନ କରିଥିଲେ ଓକିଲ । ଅନ୍ୟ ୨ ଜଣଙ୍କ ଜାମିନ ପାଇଁ କେହି ଓକିଲ ଆବେଦନ କରିନଥିଲେ । ୩ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଥିଲେ ଜେଏମଏଫସି । ଏମାନଙ୍କ ବିରୁଦ୍ଧରେ ଦଫା ୩୦୨, ୩୬୪-କ, ୨୦୧, ୩୪ ଲାଗିଛି। ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ଜେଲ୍ ହାଜତକୁ ପଠାଇ ଦିଆଯାଇଛି ।

   Related Posts