Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ହେଲେ ପିପିଲି କଂଗ୍ରେସ ପ୍ରାର୍ଥୀ
  • ||
  • ମହାରାଷ୍ଟ୍ର ସ୍ଥିତି ସଙ୍ଗୀନ: ୨୪ ଘଣ୍ଟାରେ ୭୭୩ ମୃତ, ୬୬୮୩୬ ନୂଆ ସଂକ୍ରମିତ ଚିହ୍ନଟ
  • ||
  • ବିଶ୍ବକେତନ ହରିଚନ୍ଦନ ମହାପାତ୍ର ହେଲେ ପିପିଲି କଂଗ୍ରେସ ପ୍ରାର୍ଥୀ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||

ହରିୟାଣାରେ ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମନୋହରଲାଲ ଖଟ୍ଟର : ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜେଜେପିର ଦୁଷ୍ୟନ୍ତ ଚୌଟାଲା

27/10/2019 at 2:21 PM

ଚଣ୍ଡିଗଡ଼ ୨୭/୧୦: ହରିୟାଣାର ୧୪ତମ ବିଧାନସଭା ପାଇଁ ୬୫ବର୍ଷ ବୟସ୍କ ମନୋହରଲାଲ ଖତ୍ତର ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ୩୧ ବର୍ଷ ବୟସ୍କ ଜେଜେପି ଅଧ୍ୟକ୍ଷ ଦୁଷ୍ୟନ୍ତ ଚୌଟାଲା ମଧ୍ୟ ଉପମୁଖ୍ୟମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି। ହରିୟାଣାର ରାଜ୍ୟପାଳ ସତ୍ୟଦେବ ଆର୍ଯ୍ୟ ଉଭୟଙ୍କ ଶପଥପାଠ କରାଇଥିଲେ। ନୂଆ ସରକାରରେ ବିଜେପିକୁ ଜେଜେପି ଏବଂ ୭ଜଣ ନିର୍ଦଳୀୟ ବିଧାୟକମାନେ ସମର୍ଥନ କରିଛନ୍ତି।

   Related Posts