Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବଡଚଣା ବିଜେଡିର ମିଶ୍ରଣ ପର୍ବ : କଂଗ୍ରେସ ଓ ବିଜେପି ଛାଡି ବହୁ କର୍ମୀ ବିଜେଡିରେ ସାମିଲ

4/10/2021 at 11:25 AM

ଚଣ୍ଡିଖୋଲ ୪।୧୦: ଯାଜପୁର ଜିଲ୍ଲା ବଡଚଣା ବିଜେଡିର ମିଶ୍ରଣ ପର୍ବ । ଚଣ୍ଡିଖୋଲଠାରେ ବଡଚଣା ବିଜେଡି ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବଡଚଣା କଂଗ୍ରେସ ଓ ବିଜେପି ଦଳର ବହୁ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ମାଣ୍ଡୁକା ପଞ୍ଚାୟତ ଓ ସୁଙ୍ଗୁଡା ପଞ୍ଚାୟତର କିଛି କଂଗ୍ରେସ ଓ ବିଜେପି କର୍ମୀ ଦଳ ତ୍ୟାଗ କରି ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବଡଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଉପସ୍ଥିତିରେ ବଡ଼ଚଣା ବିଜେଡିରେ ସାମିଲ ହୋଇଛନ୍ତି ।

ଏହି ମିଶ୍ରଣ ପର୍ବ ଆଗାମୀ ଦିନରେ ଦଳକୁ ମଜବୁତ କରିବା ସହ ଆଗାମୀ ଦିନରେ ବଡ଼ଚଣାରେ ବିକାଶର ଧାରା ଆଗକୁ ଆହୁରି ଯାଇ ପାରିବ ବୋଲି ବିଧାୟକ କହିଛନ୍ତି । ଏହି ମିଶ୍ରଣ ପର୍ବରେ ମାଣ୍ଡୁକା ଓ ସୁଙ୍ଗୁଡା ପଞ୍ଚାୟତର ସରପଞ୍ଚ, ବ୍ଲକ ବିଜେଡ଼ି ସଭାପତି ଓ ବହୁ ବିଜେଡିର କର୍ମକର୍ତ୍ତା ଯୋଗ ଦେଇଥିଲେ ।

   Related Posts