Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ରାଉରକେଲା ପୋଲିସ ନିକଟରେ ମାଓ ଦମ୍ପତ୍ତିଙ୍କ ଆତ୍ମସମର୍ପଣ

7/03/2020 at 3:21 PM

ରାଉରକେଲା ୭।୩ : ପୁଣି ଲାଲ ବହିନୀକୁ ଶକ୍ତ ଧକ୍କା । ମାଓ ଦମ୍ପତ୍ତି ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି । ମାଏବାଦୀ ରାଜୁ କୟାମ ଓ ତାଙ୍କ ପତ୍ନୀ କଳ୍ପନା ମାରଲା ଶନିବାର ରାଉରକେଲା ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି ।

ରାଜୁ ୨୦୧୧ ମସିହାରେ ମାଓ ସଙ୍ଗଠନରେ ସାମିଲ ହୋଇଥିବା ବେଳେ କଳ୍ପନା ୨୦୧୪ରେ ମାଓ ସଙ୍ଗଠନରେ ସାମିଲ ହୋଇଥିଲେ । ଉଭୟ ଓଡିଶା ଝାରଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ମାଓ ସଦସ୍ୟ ଭାବେ ସକ୍ରିୟ ଥିଲେ ।

ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଉଭୟଙ୍କୁ ସରକାରୀ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବେ ବୋଲି ରାଉରକେଲା ଏସପି କହିଛନ୍ତି ।

   Related Posts