Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ

9/12/2021 at 9:05 AM

ମାଲକାନଗିରି ୦୯।୧୨: ପୁଣି ମାତିଲେ ମାଓବାଦୀ। ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ମାଓବାଦୀଙ୍କ ଲଙ୍କାକାଣ୍ଡ । କେନାଲ କାମରେ ନିୟୋଜିତ ଗାଡି ପୋଡିବା ସହ ସୁପରଭାଇଜରଙ୍କୁ ଅପହରଣ । ପିପଲଖୁଟା ଗାଁ ନିକଟରେ ୫ ରୁ ଅଧିକ ଗାଡି ଜାଲିଦେଲେ ମାଓବାଦୀ।

ଖବର ଅନୁଯାୟୀ, ଗରିଆବନ୍ଧ ଜିଲ୍ଲାରେ ଜଳସେଚନ ବିଭାଗର କେନାଲ କାମରେ ନିୟୋଜିତ ଗାଡିକୁ ଜାଲିଦେଲେ ମାଓବାଦୀ। କେନାଲ କାମରେ ନିୟୋଜିତ ଥିଲା ଏହି ସବୁ ଗାଡି। ମାଓବାଦୀ କେନାଲ କାମକୁ ବିରୋଧ କରି ଏଭଳି କାଣ୍ଡ ଘଟାଇଥିବା ଜଣାପଡିଛି। ଘଟଣା ସ୍ଥଳରେ ଥିବା ସୁପରଭାଇଜରକୁ ଅପହରଣ କରିଛନ୍ତି ମାଓବାଦୀ।

   Related Posts