Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

କଳାହାଣ୍ଡିରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର

17/08/2020 at 3:36 PM

କଳାହାଣ୍ଡି ୧୭।୮: କଳାହାଣ୍ଡି ଜିଲ୍ଲା ମଦନପୁର-ରାମପୁର ବ୍ଲକ୍ ମହୋନଗିରି ପଂଚାୟତ ତାଙ୍ଗାବାଜୁଠାରେ ସିପିଆଇ ମାଓବାଦୀ କେକେବିଏନ ଡିଭିଜନ ପକ୍ଷରୁ ମାଓ ପୋଷ୍ଟର ଓ ବ୍ୟାନର ଲଗାଯାଇଛି । ଆସନ୍ତା ୧୮ ତାରିଖ ବନ୍ଦ ଡାକରା । କନ୍ଧମାଳ ଜିଲ୍ଲାରେ ହୋଇଥିବା ଏନକାଉଣ୍ଟର ପ୍ରତିବାଦରେ ବନ୍ଦ ଡାକରା ଦିଆଯାଇଛି ।

ଓଡ଼ିଆ ସରକାରଙ୍କ ୫ ଜିଲ୍ଲା ନକ୍ସଲ ମୁକ୍ତ ଘୋଷଣାକୁ ମିଛ ଦର୍ଶାଇବାକୁ ମିଛ କହି ମାଓ ସମର୍ଥନ ପାଇଁ ଜନସାଧାରଣକୁ ଆହ୍ବାନ ଦିଆଯାଇଛି । କନ୍ଧମାଳ ଓ କଳାହାଣ୍ଡି ସୀମାନ୍ତ ମୁଖ୍ୟ ରାସ୍ତା ଉପରେ ବ୍ୟାନର ପୋଷ୍ଟର ଲଗାଇଛନ୍ତି ।

   Related Posts