Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ବିଭିନ୍ନ ସ୍ଥାନରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର, ସରକାରୀ କର୍ମଚାରୀଙ୍କ ଦାବି ତୁରନ୍ତ ପୂରଣ କରିବାକୁ ଚେତାବନୀ

12/11/2021 at 11:28 AM

ନବରଙ୍ଗପୁର ୧୨।୧୧: ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅଞ୍ଚଳରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର । ଆଶାକର୍ମୀ, ଅଙ୍ଗନବାଡୀ କର୍ମୀ, ଶିକ୍ଷକ, ମହିଳା ସ୍ବାସ୍ଥ୍ୟକର୍ମୀ ମାନେ ସେମାନଙ୍କ ବିଭିନ୍ନ ଦାବିକୁ ସରକାରଙ୍କ ନିକଟରେ ବାରମ୍ବାର ଜଣାଇ ଆସୁଥିବା ବେଳେ ସରକାର ଏଥିପ୍ରତି କର୍ଣ୍ଣପାତ କରୁନଥିବା ବେଳେ ଏହି କର୍ମଚାରୀଙ୍କ ସ୍ବରରେ ସ୍ବର ମିଶାଇଛି ଉଦନ୍ତୀ ଡିଭିଜନର ମାଓ ସଙ୍ଗଠନ ।

ଶୁକ୍ରବାର ଉଦନ୍ତି ଏରିଆ ମାଓ ସଂଘଠନ ପକ୍ଷରୁ ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଜୋଡିଙ୍ଗା ମୁଖ୍ୟ ରାସ୍ତାରେ ବ୍ୟାନର ଓ ପୋଷ୍ଟର ମରାଯାଇଛି । ଏହି ବ୍ୟାନରରେ ବିଭିନ୍ନ ସରକାରୀ କର୍ମଚାରୀଙ୍କ ଯାହା ଦାବି ରହିଛି ସେ ଗୁଡ଼ିକକୁ ତୁରନ୍ତ ପୂରଣ କରାଯିବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ନିକଟରେ ଦାବି ରଖିଛନ୍ତି ମାଓ ସଂଗଠନ ।

   Related Posts