Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଓଡିଶା-ଝାଡଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ନିକଟସ୍ଥ ଗାଁରୁ ମାଓ ପୋଷ୍ଟର ଓ ବ୍ୟାନର ଠାବ

25/11/2019 at 9:37 AM

ରାଉରକେଲା ୨୫।୧୧: ଓଡିଶା-ଝାଡଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଥିବା ବିଭିନ୍ନ ଗାଁ ମୁଣ୍ଡରୁ ମାଓ ପୋଷ୍ଟର ଠାବ ହୋଇଛି । ପୋଷ୍ଟରରେ ସରକାର ବିରୋଧୀ ସ୍ଲୋଗନ ସହ ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ବହିଷ୍କାର ପାଇଁ ଆହ୍ବାନ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ମାଓବାଦୀ  ସକ୍ରିୟ ହୋଇପଡିଛନ୍ତି । ଆଜି ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଥିବା ବିଭିନ୍ନ ଗାଁ ମୁଣ୍ଡରେ ମାଓ ପୋଷ୍ଟର, ବ୍ୟାନର ମରାଯାଇଥିବା ଦେଖିବାକୁ ମିଳିଛି । ବ୍ୟାନରରେ ସରକାରୀ ବିରୋଧୀ ସ୍ଲୋଗାନ ସହ ନିର୍ଵାଚନ କୁ ବହିଷ୍କାର ପାଇଁ ଆହ୍ବାନ ଦିଆଯାଇଛି । ସୀମାନ୍ତରେ ଥିବା ଲୋହରଦଗାର କିସ୍କୋ ଠାରେ ରାସ୍ତା କାମରେ ନିୟୋଜିତ ଦୁଇଟି ଜେସିବିକୁ ମାଓବାଦୀ ମାନେ ପୋଡ଼ିଦେଇଥିବା ଜଣାପଡିଛି । ଝାଡଖଣ୍ଡରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଓଡିଶା ଓ  ଝାଡଖଣ୍ଡ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ CRPF , DVF ମୁତୟନ କରାଯାଇଛି ।

   Related Posts