Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁହାଁମୁହିଁ ହେଲେ ୨ କାର୍, ସାମ୍ବାଦିକଙ୍କ ସମେତ ୩ ଗୁରୁତର
  • ||
  • ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ପୂର୍ବରୁ ଜାଡେଜାଙ୍କ ଦମଦାର୍ ବ୍ୟାଟିଂ : ବଢିଲା ନ୍ୟୁଜିଲାଣ୍ଡର ଚିନ୍ତା, ବିସିସିଆଇ ପୋଷ୍ଟ୍ କଲା ଭିଡିଓ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୩୩୯ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୩୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ମୋହନା ବାପା-ପୁଅ ହତ୍ୟା ଘଟଣା : ୧୨ ଅଟକ, ଗୁଣି ଗାରେଡି ସନ୍ଦେହରୁ ଡବଲ୍ ମର୍ଡର୍ !
  • ||
  • ଇସ୍ରାଏଲ୍‌ରେ ସରିଲା ନେତ୍‌ନ୍ୟାହୁଙ୍କ ଶାସନ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ସାରା ରାଜ୍ୟକୁ ଛୁଇଁଲା ମୌସୁମୀ : ୧୬ ଯାଏଁ ପାଗ ମେଘୁଆ, ହେବ ବିକ୍ଷିପ୍ତ ବର୍ଷା
  • ||

ଚିତ୍ରକୋଣ୍ଡାରେ ସହିଦ ସପ୍ତାହ ପାଳିବାକୁ ଆହ୍ୱାନ

28/07/2018 at 5:27 AM

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଓ ବ୍ୟାନର ଦେଖିବାକୁ ମିଳିଛି | ନିଜର ସ୍ଥିତି ଜାହିର କରିଛନ୍ତି ଲାଲ କରିଡର | ଜୁଲାଇ ୨୮ ରୁ ଅଗଷ୍ଟ ୩ ତାରିଖ ଯାଏଁ ସହିଦ ସପ୍ତାହ ପାଳିବାକୁ ଆହ୍ୱାନ ଦେଇଛନ୍ତି ମାଓବାଦୀ | ୨୮ ଅକ୍ଟୋବର ୨୦୧୬ ଗୁଳିରେ ସହିଦ ହୋଇଥିବା ନକ୍ସଲ କ୍ୟାଡରମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ବ୍ୟାନରରେ ଉଲ୍ଲେଖ କରିଛନ୍ତି |

   Related Posts