Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମାଓବାଦୀଙ୍କ ଧମକପୂର୍ଣ୍ଣ ପୋଷ୍ଟର – ପୋଲିସ ଗୁଳିରେ ନିହତ ମାଓବାଦୀଙ୍କୁ ସହିଦ ଆଖ୍ୟା ଦିଆଯାଉ

13/09/2020 at 12:00 PM

ଫୁଲବାଣୀ ୧୩।୦୯: ମାଓ ସଂଗଠନ ପକ୍ଷରୁ ଧମକପୂର୍ଣ୍ଣ ପୋଷ୍ଟର । କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଳକ ଅନ୍ତର୍ଗତ କୁର୍ତ୍ତମଗଡ ନିକଟରେ ପୋଷ୍ଟର ଓ ବ୍ୟାନର ମରାଯାଇଥିବାର ଦେଖିବାକୁ ମିଳିଛି।  

ମାଓବାଦୀ ସଂଗଠନ ପକ୍ଷରୁ ମରାଯାଇଥିବା ଧମକପୂର୍ଣ ପୋଷ୍ଟର ଓ ବ୍ୟାନରରେ ପୂର୍ବତନ ସରପଞ୍ଚ ଶିରିଶ ମଲ୍ଲିକଙ୍କୁ ହତ୍ୟା ଧମକ ଦିଆଯାଇଛି । ଏହାସହ ପୋଲିସ୍ ଗୁଳିରେ ନିହତ ହୋଇଥିବା ମାଓବାଦୀଙ୍କୁ ଶହିଦ୍ର ଆଖ୍ୟା ଦିଆଯାଉ । ସେମାନଙ୍କ ବଳିଦାନ ବ୍ୟର୍ଥ ଯିବନି ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି । ତେବେ ସ୍ଥାନୀୟ ଅଞ୍ଚଳରେ ପୋଷ୍ଟର ମରାଯାଇଥିବାର ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଜବତ କରିଛି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

   Related Posts