ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ-ବାଇଡେନ ଆଲୋଚନା : ଭାରତର କରୋନା ମୁକାବିଲାକୁ ପ୍ରଶଂସା କଲେ ୟୁଏସ ରାଷ୍ଟ୍ରପତି
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୭୫ କରୋନା ପଜିଟିଭ୍
  • ||
  • ମଙ୍ଗଳବାରଠୁ ଗ୍ରାଁପ୍ରି-୪ : ଇଭେଣ୍ଟରେ ଭାଗନେବେ ବିଭିନ୍ନ ରାଜ୍ୟର ଖେଳାଳି
  • ||
  • ହରିଦ୍ୱାରରେ ଅସ୍ଥି ବିସର୍ଜନ କରି ଫେରୁଥିଲେ, ରାସ୍ତାରେ ଧକ୍କା ଦେଲା ଟ୍ରକ୍ : ୬ ମୃତ
  • ||
  • ଗଛରେ ପିଟିହେଲା କାର, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
  • ||
  • ଶିଖର ଧାଓ୍ୱନଙ୍କୁ ଦଳରେ ମିଳିଲାନି ଜାଗା : ପ୍ରଶ୍ନ ଉଠାଇଲେ ସୁରେଶ ରାଇନା
  • ||
  • ମଙ୍ଗଳବାର କ୍ୱାଡ୍ ସମ୍ମିଳନୀ : ୩ ବିଶ୍ୱନେତାଙ୍କ ସହ ଆଲୋଚନା କରିବେ ମୋଦୀ
  • ||
  • ରାଜ୍ୟରେ କମିବ ତାତି, ଭିଜାଇବ କାଳବୈଶାଖୀ ବର୍ଷା
  • ||

କନ୍ଧମାଳର ବିଭିନ୍ନ ସ୍ଥାନରେ ଲାଗିଛି ମାଓ ପୋଷ୍ଟର ; କମ୍ବିଂ ଅପରେସନ ଜୋରଦାର

12/11/2018 at 12:10 PM

କନ୍ଧମାଳ ୧୨|୧୧: କନ୍ଧମାଳର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିଛି । ଫିରିଙ୍ଗିଆ ଥାନା ମାସିରିପଡା ପୁକେର ମାହାନ୍ ଓ ଗୋଛାପଡା ଖଜୁରୀ ଗାଁରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ସିପିଆଇ ମାଓବାଦୀ ସଙ୍ଗଠନ ପକ୍ଷରୁ ଲଗାଯାଇଛି ଏହି ପୋଷ୍ଟର । ପୋଷ୍ଟର ଜବତ କରି ଫିରିଙ୍ଗିଆ ପୋଲିସ ତଦନ୍ତ କରୁଛି। ଗତକାଲି କୋଟଗଡଠାରେ ଲାଗିଥିଲା ମାଓ ପୋଷ୍ଟର । ସେପଟେ କମ୍ବିଂ  ଅପରେସନକୁ ଜୋରଦାର କରିଛି ପୋଲିସ ।

   Related Posts