Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ନର୍ଲାରେ ଲାଲ୍ ଆତଙ୍କ ; ମାଓ ପୋଷ୍ଟର ଠାବ

21/02/2019 at 3:32 PM

ନର୍ଲା ୨୧|୨: କଳାହାଣ୍ଡି ନର୍ଲାରେ ଲାଲ୍ ଆତଙ୍କ । ନର୍ଲା ଥାନା ଭୃଟ୍ରିଗଡ କଦମଗୁଡାଠାରେ ମାଓ ପୋଷ୍ଟର ଠାବ ହୋଇଛି । ସିଆରପିଏଫ ଓ ଏସଓଜି କମ୍ବିଂ ଅପରେସନ ନାଁରେ ଆଦିବାସୀଙ୍କୁ ନିର୍ଯାତନା ଦିଆଯାଉଥିବା ପୋଷ୍ଟରରେ ଉଲ୍ଲେଖ ରହିଛି । ପୁଲୱାମା ଆତଙ୍କି ହମଲା ପାଇଁ କେନ୍ଦ୍ରନୀତିକୁ ପୋଷ୍ଟରରେ ସମାଲୋଚନା କରାଯାଇଛି । ଏହି ପୋଷ୍ଟର ମାଧ୍ୟମରେ ସ୍ଥାନୀୟ ପୋଲିସ  ଇନଫର୍ମରଙ୍କୁ ଚେତାବନୀ ଦିଆଯାଇଛି ।

   Related Posts