Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ପ୍ରାଥମିକ ବିଦ୍ୟାଳୟରେ ଲାଗିଲା ମାଓ ପୋଷ୍ଟର ଓ ବ୍ୟାନର

14/08/2019 at 4:56 PM

ଉମରକୋଟ ୧୪|୮:  ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା କଲରାପଡା ପ୍ରାଥମିକ ବିଦ୍ୟାଳୟରେ ମେନପୁର ମାଓ ଡିଭିଜନ ତରଫରୁ ମାଓ ପୋଷ୍ଟର ଓ ବ୍ୟାନର ଲଗାଇ ଅଗଷ୍ଟ ୧୫କୁ କଳା ଦିବସ ରୂପେ ପାଳନ କରିବାକୁ ଆହ୍ବାନ କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାର ଆଦିବାସୀମାନଙ୍କୁ ଅବହେଳା କରୁଛନ୍ତି, ଗାଁ ଗୁଡିକୁ ରାସ୍ତା, ସ୍କୁଲ, ପାନୀୟ ଜଳ ଓ ଆଦିବାସୀଙ୍କୁ ଜମିପଟା ଦିଆଯାଉ ନଥିବାରୁ ଆଦିବାସୀଙ୍କ ପାଇଁ ଲଢେଇ କରୁଥିବେ ବୋଲି ଉଲ୍ଲେଖ କରିଛନ୍ତି । ଗତକାଲି ରାତିରେ ଏହି ବ୍ୟାନର ଲଗାଯାଇଥିବାର କଲରାପଡା ସ୍କୁଲର ଶିକ୍ଷକ କହିଛନ୍ତି  ।

   Related Posts