Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିସ୍ଫୋରଣ ଯୋଜନା ପଣ୍ଡ, କମ୍ବିଂ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

23/02/2021 at 8:53 AM

ମାଲକାନଗିରି ୨୩।୦୨ : ଯୋଜନା ପଣ୍ଡ । ମାଓବାଦୀଙ୍କ ବିସ୍ଫୋରଣ ଯୋଜନା ପଣ୍ଡ କଲେ ସୁରକ୍ଷାକର୍ମୀ। କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ଫୋରକ ଜବତ କରି ନଷ୍ଟ କରିଛନ୍ତି ଯବାନ । ଏବେବି ସର୍ଚ୍ଚ ଅପରେନସନ ଜାରି ରହିଛି ।

ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା ଚିତ୍ରକୋଣୀ ବ୍ଲକ ଯୋଡାମ୍ବ କଦଳିବନ୍ଧା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଉଥିଲା । ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ସୂଚନା ମିଳିଥିଲା । କିନ୍ତୁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିଲା । ଯାହାକୁ ସୁରକ୍ଷାକର୍ମୀ ନଷ୍ଟ କରିଛନ୍ତି । ତେବେ ଜବତ ହୋଇଥିବା ସାମଗ୍ରୀ ମଧ୍ୟରେ ବିସ୍ଫୋରକ ଭର୍ତ୍ତି ଆଇଇଡି, ଟିଫିନ ବୋମା, ମାଓ ସାମଗ୍ରୀ, ପୋଷାକ , ବ୍ୟାଟେରୀ, ତାର ରହିଛି ।

   Related Posts