Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

କନ୍ଧମାଳରେ ପୁଣି ମାଓ ହିଂସା : ଠିକା କ୍ୟାମ୍ପ୍‌ରେ ଗାଡି ପୋଡିଲେ ମାଓବାଦୀ

5/02/2019 at 10:10 AM

କନ୍ଧମାଳ ୫|୧: କନ୍ଧମାଳରେ ପୁଣି ମାଓ ହମ୍ ଲା । ଠିକାଦାର କ୍ୟାମ୍ପରେ ଗାଡି ପୋଡି ଦେଲେ ମାଓବାଦୀ । ବେଲଘର ଥାନା ଝିରିପାଣି ନିକଟ ଠିକା କ୍ୟାମ୍ପରେ ଥିବା ଜେସିବି ଓ ଟ୍ରାକ୍ଟର ସହ ୫ଟି ଗାଡି ପୋଡି ଦେଇଛନ୍ତି । ସ୍ଥାନୀୟ ଅଞ୍ଚଳରେ ଚାଲିଥିବା ପୋଲ କାମରେ ଗାଡି ଗୁଡିକ ନିୟୋଜିତ ଥିଲା । ବିଳମ୍ବିତ ରାତିରେ ୧୦ରୁ ଅଧିକ ମାଓବାଦୀ ଆସି ଏପରି କାଣ୍ଡ କରିଛନ୍ତି । ଲାଲ ତାଣ୍ଡବକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଛନ୍ତି ।

   Related Posts