Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ମାଓବାଦୀଙ୍କ ଲଙ୍କାକାଣ୍ଡ : ମଦଭାଟି ଭାଙ୍ଗିବା ସହ କର୍ମଚାରୀଙ୍କୁ ନିସ୍ତୁକ ମାଡ, ଗାଡି ପୋଡାଜଳା

10/08/2019 at 11:28 AM

ଜୟପୁର ୧୦|୮: କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକର ଡୁମୁରୀପୁଟରେ ମାଓବାଦୀଙ୍କ ଲଙ୍କାକାଣ୍ଡ । ମଦଭାଟି ଭାଙ୍ଗିବା ସହ କର୍ମଚାରୀଙ୍କୁ ମାଓବାଦୀ ନିସ୍ତୁକ ପିଟିଥିବା ଅଭିଯୋଗ ହୋଇଛି ।

ଘଟଣାସ୍ଥଳରେ ଗୋଟିଏ ବୋଲେରୋ ଏବଂ ୨ଟି ବାଇକ୍ ଜାଳିଦେଇଛନ୍ତି ଲାଲ କ୍ୟାଡର । ଗତକାଲି ବିଳମ୍ବିତ ରାତିରେ ମାଓବାଦୀମାନେ ଏଭଳି କାଣ୍ଡ ଘଟାଇଥିବା ଜଣାପଡିଛି ।

   Related Posts