Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||

ଛତିଶଗଡ ସୀମାରେ ମାଓ ଶିବିର ଧ୍ବଂସ

9/02/2019 at 2:34 PM

ମାଲକାନଗିରି ୯|୨:  ଛତିଶଗଡ ସୀମାରେ ମାଓ ଶିବିର ଧ୍ବଂସ । ସୁକୁମା ଜିଲ୍ଲାର ଚିନ୍ତଲୱାଡା ଜଙ୍ଗଲରେ ଶିବିର ଚାଲିଥିଲା । ସିଆରପିଏଫ୍, ଏସଟିଏଫ୍ ଓ ଡିଆରଜି ବାହିନୀର ମିଳିତ ଅପରେସନ ବେଳେ ମାଓ ଶିବିର ଠାବ ହୋଇଥିଲା । ଗତ ୧ ମାସ ଧରି ଦୁଲେଡ ଗାଁ ନିକଟରେ ମାଓବାଦୀ ମାନେ କ୍ୟାମ୍ପ କରିଥିଲେ । ମାଓ ଶିବିରରେ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ, ମାରଣାସ୍ତ୍ର ଜବତ କରାଯାଇଛି  ।

   Related Posts