Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ବଲାଙ୍ଗୀରରେ ମାଓ କ୍ୟାମ୍ପ୍ ଠାବ

17/02/2019 at 3:50 PM

ବଲାଙ୍ଗୀର ୧୭|୨:  ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ଗନ୍ଧମାର୍ଦ୍ଦନ ପାହାଡରେ ମାଓ କ୍ୟାମ୍ପ ଠାବ ହୋଇଛି । କମ୍ବିଂ ଅପରେସନ ବେଳେ ମାଓ କ୍ୟାମ୍ପ ଠାବ କରିଛନ୍ତି  ସିଆରପିଏଫ୍ ଯବାନ । ଘଟଣାସ୍ଥଳରୁ ମାଓ ପୁସ୍ତିକା, ମୋବାଇଲ ଓ ବିଭିନ୍ନ ମାଓ ସାମଗ୍ରୀ ଜବତ ହୋଇଛି । ବରଗଡ-ବଲାଙ୍ଗୀର ମହାସମୁଦ ଡିଭିଜନର ସଦସ୍ୟ ଏଠାରେ କ୍ୟାମ୍ପ୍ ଖୋଲିଥିବା ଜଣାପଡିଛି ।

   Related Posts