Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ମାଓବାଦୀଙ୍କ ଭାରତ ବନ୍ଦ ଡାକରା ; ବାଲିଗୁଡାରେ ଗଛ ପକାଇ ରାସ୍ତା ଅବରୋଧ

31/01/2019 at 9:52 AM

ବାଲିଗୁଡା ୩୧|୧: ଭାରତ ବନ୍ଦ ଡାକରା ଦେଇଛନ୍ତି ମାଓବାଦୀ । ବିଭିନ୍ନ ସ୍ଥାନରେ ଗଛ ପକାଇ ରାସ୍ତା ଅବରୋଧ କରିବା ସହ ପୋଷ୍ଟର ଛାଡିଛନ୍ତି । କନ୍ଧମାଳ ବାଲିଗୁଡା ବାରଡାକ୍ଲିଉ ନିକଟ ଘାଟିରେ ଗଛ ପକାଇ ରାସ୍ତା ଅବରୋଧ କରିଛନ୍ତି ମାଓବାଦୀ । ରାସ୍ତା ଅବରୋଧ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଉପରେ ଯାନବାହାନ ଅଟକି ରହିଛି । ଫଳରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ଏହାସହ ଘଟଣାସ୍ଥଳରେ ପୋଷ୍ଟର ଓ ବ୍ୟାନର ଛାଡିଛନ୍ତି ମାଓବାଦୀ । ମାଓବାଦୀଙ୍କ ବନ୍ଦ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

   Related Posts