Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କଳାହାଣ୍ଡିରେ ସ୍ଥିତି ଜାହିର କଲେ ମାଓବାଦୀ ; ଗଛ କାଟି ମାଓବାଦୀଙ୍କ ରାସ୍ତା ଅବରୋଧ

31/01/2019 at 10:13 AM

ଭବାନୀପାଟଣା ୩୧|୧: କଳାହାଣ୍ଡିରେ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଢେପଗୁଡା ଜଙ୍ଗଲରେ ଗଛ କାଟି ମୁଖ୍ୟ ରାସ୍ତା ଅବରୋଧ । ଫଳରେ ରାୟଗଡା-ଭବାନୀପାଟଣା ଯାତାୟତ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଉଭୟ ପାର୍ଶ୍ବରେ ଯାନବାହାନ ଅଟକି ରହିଛି । ରାସ୍ତା ଅବରୋଧ ହଟାଇବାକୁ ପୋଲିସ ପହଞ୍ଚିନଥିବାରୁ ସ୍ଥାନୀୟ ଲୋକେ ଗଛ ହଟାଇବାକୁ ଉଦ୍ୟମ କରୁଛନ୍ତି । ଘଟଣାସ୍ଥଳରୁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ମାଓବାଦୀ ସଂଗଠନର ପୋଷ୍ଟର ଉଦ୍ଧାର ହୋଇଛି । ପୋଷ୍ଟରରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ ଦିଆଯାଇଛି ।

   Related Posts