Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବର୍ବରକାଣ୍ଡ : ପୋଲିସ ଇନଫର୍ମର ସନ୍ଦେହରେ ମାଓ ନେତାଙ୍କୁ ହତ୍ୟା କଲେ ମାଓବାଦୀ

2/10/2020 at 4:42 PM

ମାଲକାନଗିରି ୨।୧୦: ମାଓ ନେତାଙ୍କୁ ହତ୍ୟା କଲେ ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲା ଗାଙ୍ଗାଲୁର ଥାନା ଅନ୍ତର୍ଗତ ଇତାବର ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ଗାଙ୍ଗାଲୁର ଏରିଆ କମିଟି କମାଣ୍ଡର ବିଜା ମୋଡିଅମ ଓରଫ ବୁଦୁରାଙ୍କୁ କିଛି ସମୟ ପୂର୍ବରୁ ବିଜାପୁର ନକ୍ସଲ ସଂଗଠନ ପକ୍ଷରୁ ହତ୍ୟା କରାଯାଇଥିବା ସୂଚନା ମିଳିଛି । ବିଜା ମୋଡିଅମଙ୍କ ମୁଣ୍ଡ ଉପରେ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ସରକାର । ହେଲେ ପିଡିଆ ନକ୍ସଲ ଏନକାଣ୍ଟର ଲାଗି ବିଜା ମୋଡିଅମଙ୍କୁ ପୋଲିସ ଇନଫର୍ମର ଭାବେ ସନ୍ଦେହ କରି ଲାଲ୍ ବାହିନୀ ଏହି ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି ।

   Related Posts