Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

୫ ଗ୍ରାମବାସୀଙ୍କୁ ଘରୁ ଉଠାଇ ନେଲେ ମାଓବାଦୀ, ପୋଲିସ ଇନଫର୍ମର ସନ୍ଦେହରେ ଅପହରଣ !

8/11/2021 at 10:24 AM

ମାଲକାନଗିରି ୮।୧୧: ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ୫ ଜଣ ଗ୍ରାମବାସୀଙ୍କୁ ଅପହରଣ କଲେ ମାଓବାଦୀ । କୋଣ୍ଟା ଥାନା ଅନ୍ତର୍ଗତ ବଟେର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଇନଫର୍ମର ସନ୍ଦେହରେ ଅପହରଣ କରିନେଇଥିବା ସୂଚନା ମିଳିଛି । ଅପହୃତ ସମସ୍ତେ ହେଉଛନ୍ତି ବଟେର ଗାଁର କବାସି କୋଷା, ସୋଡି ଗଙ୍ଗା, କବାସି ହିଡମା, କବାସି ଦେବା ଓ ମାଡଭି ନନ୍ଦୁ ।

ତେବେ ରବିବାର ଦିନ ୧୦ରୁ ୧୫ଜଣ ସଶସ୍ତ୍ର ନକ୍ସଲ ବଟେର ଗାଁରେ ପହଞ୍ଚି ଏମାନଙ୍କୁ ଘରୁ ଉଠାଇ ନେଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଏମାନଙ୍କ କୌଣସି ପତ୍ତା ମିଳିନଥିବା ବେଳେ ସୁରକ୍ଷିତ ଅବସ୍ଥାରେ ଏମାନଙ୍କୁ ଛାଡି ଦେବା ଲାଗି ମାଓ ସଂଗଠନକୁ ଦାବି କରିଛନ୍ତି ଆଦିବାସୀ ସମାଜ ।

   Related Posts