Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଦନ୍ତେୱାଡାରେ ପୁଣି ମାତିଲେ ମାଓବାଦୀ, ଜବାନଙ୍କୁ ଗୁଳି କରି କଲେ ହତ୍ୟା

10/11/2021 at 11:16 AM

ମାଲକାନଗିରି ୧୦।୧୧: ମାଲକାନଗିରି ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ପୁଣି ମାତିଲେ ମାଓବାଦୀ । ପୋଲିସର ଗୁଇନ୍ଦା ଜବାନଙ୍କୁ ଗୁଳି କରି ହତ୍ୟା କଲେ ଲାଲ୍ ବାହିନୀ । ଦନ୍ତେୱାଡା ଜିଲ୍ଲା ଟେଟମ ଗାଁରେ ଘଟିଛି ଏଭଳି ମାଓ ହିଂସା ।

ମଙ୍ଗଳବାର ବିଳମ୍ବିତ ରାତିରେ ୧୦ରୁ ୧୫ଜଣ ସଶସ୍ତ୍ର ମାଓବାଦୀ ଟେଟମ ଗାଁରେ ପହଞ୍ଚି ଉମେଶ ମାଡକମ ନାମକ ଜଣେ ଗୁଇନ୍ଦା ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି । ଟେଟମ ଗାଁରେ ସିଆରପିଏଫ କ୍ୟାମ୍ପ ସ୍ଥାପନ ହେବା ଲାଗି ସକ୍ରିୟ ଭୂମିକା ଗ୍ରହଣ କରିଥିଲେ ଉମେଶ । ନକ୍ସଲପନ୍ଥୀଙ୍କ ଏହି ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ଶବ ଉଦ୍ଧାର କରିଛନ୍ତି । ନକ୍ସଲପନ୍ଥୀଙ୍କୁ ଧରିବା ଲାଗି ସଂପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ କରାଯାଇଥିବା ସୂଚନା ଦେଇଛନ୍ତି ଦନ୍ତେୱାଡା ଏସପି ଅଭିଷେକ ପଲ୍ଲଭ ।

   Related Posts