Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ମାଓବାଦୀଙ୍କ ବର୍ବରକାଣ୍ଡ : ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ କଲେ ହତ୍ୟା

18/07/2019 at 3:17 PM

ମାଲକାନଗିରି ୧୮|୭:  ମାଲକାନାଗିରିରେ ପୁଣି ମାତିଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ୨ ଆଦିବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ବିଶାଖାପାଟଣା ଜିଲ୍ଲା କୋରୁକୋଣ୍ଡା ଥାନା ଭିରାଭରମ ଗାଁରେ ଘରେ ପଶି ୨ ଜଣଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ମୃତକ ହେଲେ ପାଙ୍ଗି ସତୀବାବୁ ଓ ଗାମେଲା ଭାସ୍କର ।

ଗତକାଲି ରାତିରେ ୧୧ରୁ ୧୨ ଜଣ ମାଓବାଦୀ ଆସି ହତ୍ୟା କରିଛନ୍ତି । ହତ୍ୟା ପରେ ଘଟଣାସ୍ଥଳରେ ହାତଲେଖା ପୋଷ୍ଟର ଛାଡିଛନ୍ତି ମାଓବାଦୀ ।

   Related Posts