Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୧୫ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

କଳାହାଣ୍ଡିରେ ଲାଗିଲା ମାଓ ପୋଷ୍ଟର, ଶହୀଦ ସପ୍ତାହ ପାଳନ କରିବାକୁ ଆହ୍ବାନ

26/07/2019 at 12:56 PM

କଳାହାଣ୍ଡି ୨୬|୭: ପୁଣି କଳାହାଣ୍ଡିରେ ଲାଗିଲା ମାଓ ପୋଷ୍ଟର । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ହରଲାଗଂରେ ସିପିଆଇ ମାଓବାଦୀଙ୍କ ପୋଷ୍ଟର ବ୍ୟାନର ଉଦ୍ଧାର କରାଯାଇଛି ।

ପୋଷ୍ଟର ମାଧ୍ୟମରେ ଜୁଲାଇ ୨୬ ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଗାଁ ଗାଁରେ ଶହୀଦ ଦିବସ ପାଳନ ପାଇଁ ଆହ୍ବାନ ଦେଇଛନ୍ତି ମାଓବାଦୀ । ଉର୍ଲାଦାନୀ ସିଆରପିଏଫ କ୍ୟାମ୍ପରୁ ଚାରି କିମି ଦୂରରେ ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ଆହ୍ବାନ ଦେଇଛନ୍ତି ମାଓବାଦୀ । ଯାହାକୁ ନେଇ ସ୍ଥାନୀୟବାସିନ୍ଦା ଭୟରେ ରହିଛନ୍ତି ।

   Related Posts