Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ବାଲିଗୁଡାରେ ମାଓ ପୋଷ୍ଟର, ଭୋଟ୍ ବର୍ଜନ ପାଇଁ ପୋଷ୍ଟରରେ ଉଲ୍ଲେଖ

23/03/2019 at 2:45 PM

ବାଲିଗୁଡା ୨୩|୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ମାଓ ପୋଷ୍ଟର ଓ ବ୍ୟାନର ମରାଯାଇଛି । କନ୍ଧମାଳ ଜିଲ୍ଲାରେ  ସାଧାରଣ ନିର୍ବାଚନ ପାଇଁ ରାଜନୀତି ସରଗରମ ଥିବା ବେଳେ ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ଗ୍ରାମପଞ୍ଚାୟତ ନିକଟରେ ଓ ରାସ୍ତା ପାର୍ଶ୍ବରେ ମାଓ ପୋଷ୍ଟର  ଦେଖିବାକୁ ମିଳିଛି । ପୋଷ୍ଟରରେ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି ମାଓବାଦୀ । କେକେବିଏନ ମାଓ ସଂଗଠନ ଏହି ପୋଷ୍ଟର ଲଗାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି । ପୋଷ୍ଟର ନେଇ ଗାଁରେ ଭୟର ବାତାବରଣ ଦେଖିବାକୁ ମିଳିଛି ।

   Related Posts