Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

କଳାହାଣ୍ଡିରେ ବିଭିନ୍ନ ସ୍ଥାନରେ ଲାଗିଛି ମାଓ ପୋଷ୍ଟର

29/03/2019 at 12:39 PM

କଳାହାଣ୍ଡି ୨୯|୩ :  କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ଲାଗିଛି ମାଓ ପୋଷ୍ଟର । ମଦନପୁର ରାମପୁର ବ୍ଲକ ବାରବନ୍ଦା ବେଲଗାଁର ବିଭିନ୍ନ ସ୍ଥାନରେ ସିପିଆଇ ମାଓବାଦୀଙ୍କ ପୋଷ୍ଟର ବ୍ୟାନର ଦେଖିବାକୁ ମିଳିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି । ପୋଷ୍ଟର ଓ ବ୍ୟାନର ମାଧ୍ୟମରେ ଭୋଟ ବର୍ଜନ କୁ ଆହ୍ବାନ ଦେଇଛନ୍ତି ମାଓବାଦୀ । ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀଙ୍କୁ ପ୍ରଜାକୋର୍ଟରେ ହିସାବ ମାଗିବାକୁ ସାଧାରଣ ଲୋକଙ୍କୁ ଆହ୍ବାନ ଦିଆଯାଇଛି । ବ୍ୟାନରରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ ଡିଭିଜନ ନାମ ଉଲ୍ଲେଖ ରହିଛି ।

   Related Posts