Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

ନୂଆପଡାର ବିଭିନ୍ନ ସ୍ଥାନରେ ଲାଗିଲା ମାଓ ପୋଷ୍ଟର

22/03/2019 at 4:05 PM

ନୂଆପଡା ୨୨|୩ :  ନୂଆପଡା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର । ଟାନୱଟ ଛକରେ ମାଓବାଦୀଙ୍କ ପକ୍ଷରୁ ବମ୍ ଖଞ୍ଜା ଯାଇଥିବା ସୂଚନା ମିଳିଛି । ଏସପିଙ୍କ ସରକାରୀ ବାସଭବନଠାରୁ ମାତ୍ର ଗୋଟିଏ କିଲୋମିଟର ଦୂରରେ ବମ୍ ଲଗାଯାଇଥିବା ନେଇ ନିକଟସ୍ଥ ବୋର୍ଡରେ ଲାଗିଥିବା ପୋଷ୍ଟରରେ ଲେଖାଯାଇଛି । ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ପୋଷ୍ଟର ଲାଗାଯାଇ ସାଧାରଣ ନିର୍ବାଚନକୁ ବର୍ଜନ ଚେତାବନୀ ଦେଇଛନ୍ତି । ଯାହାକୁ ଦେଖି ସ୍ଥାନିୟ ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି ।  ଖବର ପାଇ ନୂଆପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଷ୍ଟର ବ୍ୟାନର ଉଦ୍ଧାର କରିଛି । ଏହା ସହ ଘଟଣା ସ୍ଥଳରେ ଦୁଇଟି ବମ୍ ଖଞ୍ଜା ଯାଇଥିବା ଅନୁମାନ କରାଯାଉଛି । ବୋମାକୁ ସୁରକ୍ଷିତ ଉଦ୍ଧାର ପାଇଁ ଚେଷ୍ଟା ଜାରି ରଖିଛି ପୋଲିସ  ।

   Related Posts