Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବାଲିଗୁଡାରେ ପୁଣି ଲାଗିଲା ମାଓବାଦୀଙ୍କ ପୋଷ୍ଟର ଓ ବ୍ୟାନର ; ଭୋଟ୍ ବର୍ଜନ ପାଇଁ ଆହ୍ବାନ

17/03/2019 at 1:18 PM

ବାଲିଗୁଡା ୧୭|୩ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ପୁଣି ମାଓବାଦୀଙ୍କ ପୋଷ୍ଟର ଓ ବ୍ୟାନର ଲାଗିଛି । ଭୋଟ ବର୍ଜନ କରିବାକୁ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି । ସିପିଆଇ ମାଓ ସଂଗଠନ ବାଘୁନା ଡିଭିଜନ ପକ୍ଷରୁ ଲାଗିଛି ପୋଷ୍ଟର । ବାଲିଗୁଡା କ ନୂଆଗାଁ ଥାନା କନ୍ଦିବାନ୍ଦା ଗାଁ ନିକଟସ୍ଥ ଜାତୀୟ ରାଜପଥ ପାର୍ଶ୍ବରେ ଲାଗିଛି ପୋଷ୍ଟ । ଆଗାମୀ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ଭୋଟ ପଥରେ ମୁକ୍ତି ନାହିଁ ମୁକ୍ତି ପାଇଁ ସଶସ୍ତ୍ର ସଂଗ୍ରାମ ଦରକାର ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି । ରାଜନେତା ନେତା  ଘର ଘର ବୁଲି ଭୋଟ ମାଗିଲା ବେଳେ ମାରିବାକୁ ଚେତାବନୀ ଦିଆଯାଇଛି । ସାଧାରଣ ନିର୍ବାଚନ ଆଉ କମ ଦିନ ଥିବାରୁ ନେତା କର୍ମୀ ଓ ସାଧାରଣ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି ।

   Related Posts