Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||

ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁରରେ ଲାଲ ଆତଙ୍କ : ବୋଲେରୋକୁ ବିସ୍ଫୋରଣରେ ଉଡାଇଲେ ମାଓବାଦୀ

21/03/2019 at 11:46 AM

ମାଲକାନଗିରି ୨୧/୩: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ମାତିଲେ ମାଓବାଦୀ । ମେଳା ଦେଖିବାକୁ ଯାଇଥିବା ଏକ ବୋଲେରୋ ଗାଡିକୁ ବିସ୍ଫୋରଣରେ ଉଡାଇଲେ ମାଓବାଦୀ ।  ପୋଲିସ ବାହିନୀକୁ ଟାର୍ଗେଟ କରି ନକ୍ସଲ ମାନେ ଗତ ରାତିରେ ବିଜାପୁର ଜିଲ୍ଲା ତେମେଡ କୋଡପାଲ ରାସ୍ତାରେ ଏହି ବିସ୍ଫୋରଣ କରିଛନ୍ତି ।

ବିସ୍ଫୋରଣରେ ୯ଜଣ ସ୍ଥାନୀୟ ଲୋକ ଆହତ ହୋଇଥିବା ବେଳେ ୪ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଆହତଙ୍କ ମଧ୍ୟରେ ଜଣେ ଶିଶୁ ଓ ଦୁଇ ଜଣ ଗର୍ଭବତୀ ମହିଳା ରହିଛନ୍ତି । ଆହତ ମାନଙ୍କୁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦାନ୍ତେୱାଡାରେ ଚାଲିଥିବା ଫଗୁଣି ମେଳା ଦେଖିବାକୁ ଏମାନେ ସମସ୍ତେ ଯାଇଥିଲେ।

   Related Posts