Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜାଗର ପାଇଁ କଟକଣା, ମନ୍ଦିର ଭିତରେ ଓ ବାହାରେ ହେବନି ଗହଳି, ମେଳା ଉପରେ ଲାଗିଲା ରୋକ୍
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଉଦଳା : କୂଅ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ୫ ତାରିଖରୁ ଥିଲେ ନିଖୋଜ
  • ||
  • ସମ୍ବଲପୁର : ବନ କର୍ମଚାରୀଙ୍କ ଛୁଟି ଉପରେ କଟକଣା, ଅତି ଜରୁରୀ କାମ ନଥିଲେ ନେଇପାରିବେନି ଛୁଟି
  • ||
  • ସୁନ୍ଦରଗଡ : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ପାରାଦୀପ : ପଶ୍ଚିମବଙ୍ଗରେ ମହିଳାଙ୍କୁ ଦୁଷ୍କର୍ମ ପରେ କରିଥିଲା ହତ୍ୟା, ପାରାଦୀପରୁ ହେଲା ଗିରଫ
  • ||
  • ଜାଗର ପ୍ରସ୍ତୁତି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା
  • ||

ମାଓବାଦୀଙ୍କ ସହିଦ ସପ୍ତାହର ଆଜି ଦ୍ବିତୀୟ ଦିନ

29/07/2018 at 6:59 AM

ମାଓବାଦୀଙ୍କ ସହିଦ ସପ୍ତାହର ଆଜି ଦ୍ବିତୀୟ ଦିନ । ବିଛିନ୍ନାଞ୍ଚଳରେ ବଡ ଧରଣର ମାଓ ମେଳି ଦେଖିବାକୁ ମିଳିଛି । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ରାଲେଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳରେ ମାଓବାଦୀଙ୍କ ଶହୀଦ ସପ୍ତାହ ପାଳନ । ଶହ ଶହ ଆଦିବାସୀଙ୍କ ଉପସ୍ଥିତିରେ ଆନ୍ଧ୍ର-ଓଡିଶା ସୀମାନ୍ତରେ ମାଓବାଦୀମାନେ ଶହୀଦ ସ୍ତମ୍ଭ ସ୍ଥାପନ କରିବା ସହ ଶୋଭାଯାତ୍ରା କରିଛନ୍ତି । ଶୋଭାଯାତ୍ରାରେ ନାଲି ବ୍ୟାନର ଧରି ଆଦିବାସୀମାନଙ୍କୁ ସରକାରଙ୍କ ବିରୋଧରେ ଚେତାଇଥିଲେ । ଗୁରୁପ୍ରିୟା ସେତୁ ସରକାର ଲୋକଙ୍କ ପାଇଁ ନୁହେଁ ବରଂ ବିଚ୍ଛିନ୍ନାଞ୍ଚଳର ଖଣିଜ ପଦାର୍ଥ ଲୁଣ୍ଠନ ପାଇଁ ତିଆରି କରିଥିବା ମାଓବାଦୀମାନେ ଆଦିବାସୀଙ୍କୁ ବୁଝାଇଛନ୍ତି । ଅଘଟଣ ଆଶଙ୍କାରେ ବିଭିନ୍ନ ସ୍ଥାନରୁ ସରକାରୀ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରିବେ

   Related Posts