Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କଟକରେ ସଂକ୍ରମଣ ଚେନ୍ ଭାଙ୍ଗିବାକୁ ପଦକ୍ଷେପ, ଆସନ୍ତା ୩ରୁ ୧୮ତାରିଖ ଯାଏଁ ଅପରାହ୍ନ ୨ଟା ପରେ ଦୋକାନ ବଜାର ବନ୍ଦ

30/04/2021 at 2:45 PM

କଟକ ୩୦।୪: କଟକରେ ସଂକ୍ରମଣ ରୋକିବାକୁ ପଦକ୍ଷେପ । ଆସନ୍ତା ୩ ତାରିଖରୁ କଟକର ସମସ୍ତ ଦୋକାନ ବଜାର ଅପରାହ୍ନ ୨ ଟା ଯାଏଁ ଖୋଲାରହିବ । ବିଭିନ୍ନ ବ୍ୟବସାୟୀ ସଂଘ ଓ ପୂଜା କମିଟି ତରଫରୁ ଏଭଳି ପ୍ରସ୍ତାବ ଆସିବା ପରେ ପ୍ରଶାସନ ମଧ୍ୟ ଏଥିରେ ସହମତ ପ୍ରକାଶ କରିଛି । ଏ ନେଇ ସିଏମସି କମିଶନର ଅନନ୍ୟା ଦାସ ସୂଚନା ଦେଇଛନ୍ତି । ମେଡିସିନ୍ ଦୋକାନ ବ୍ୟତୀତ ସମସ୍ତ ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ, ମାଲଗୋଦାମ ଏବଂ ଛତ୍ରବଜାରରେ ଲୋଡିଂ ଏବଂ ଅନଲୋଡିଂ କାର୍ଯ୍ୟକଳାପ ପ୍ରତିଦିନ ଅପରାହ୍ନ ୨ଟା ପରେ ବନ୍ଦ ରହିବ  । ଏହି ନିଷ୍ପତ୍ତି ଆସନ୍ତା ୩ ତାରିଖରୁ ୧୮ ତାରିଖ ଯାଏଁ ବଳବତ୍ତର ରହିବ ।

   Related Posts