Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଅଚେତ ଅବସ୍ଥାରେ ବିବାହିତା ଯୁବତୀ ଉଦ୍ଧାର

11/11/2019 at 8:07 AM

ବାଲେଶ୍ବର ୧୧/୧୧: ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ନାମ୍ପୋ ଫାଣ୍ଡି ଅନ୍ତର୍ଗତ ଖାଲିନା-ନାମ୍ପୋ ରାସ୍ତା କଡ଼ରେ ଜଣେ ଅଚିହ୍ନା ବିବାହିତା ଯୁବତୀଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଛନ୍ତି ସ୍ଥାନୀୟ ଗ୍ରାମବାସୀ। ଏ ନେଇ  ଖବର ମିଳିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ସମ୍ପୃକ୍ତା ଯୁବତୀ ଜଣକ ଖୋର୍ଦ୍ଧା ଜିଲ୍ଲା ଅଞ୍ଚଳର ବୋଲି ଜଣାପଡିଥବାବେଳେ ତାଙ୍କ ସ୍ୱାମୀ ଗତକାଲି ରାତିରେ ତାଙ୍କୁ ଏଠାରେ ଛାଡ଼ି ଦେଇ ଚାଲିଯାଇଥିବା ଯୁବତୀ ଜଣକ କହିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଜଳେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

   Related Posts