Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ କ୍ଵାର୍ଟର ଫାଇନାଲ୍‌ରେ ଭାରତୀୟ ମହିଳା ହକି ଦଳ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
  • ||
  • ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଭାରତ-ଚୀନ ମଧ୍ୟରେ ଥମିବ କି ବିବାଦ ! ୯ ଘଣ୍ଟା ଧରି ଚାଲିଲା ୧୨ତମ ବୈଠକ, ଗୋଗରା-ହଟ୍ ସ୍ପ୍ରିଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଉପରେ ଜୋର
  • ||
  • ଜେଲ୍‌ ଗଲେ କୋଟିପତି ପିଏସ୍‌ ବିରଞ୍ଚି ସାହୁ
  • ||
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||

ସଂଗ୍ରାମୀ ଭବନ ପରିସରରେ ନିର୍ମାଣ କରାଯିବ ସହିଦ ସ୍ମୃତି ସ୍ତମ୍ଭ

9/08/2018 at 8:07 AM

ରାଜଧାନୀ ଭୁବନେଶ୍ବର ସଂଗ୍ରାମୀ ଭବନ ପରିସରରେ ନିର୍ମାଣ କରାଯିବ ସହିଦ ସ୍ମୃତି ସ୍ତମ୍ଭ । ସ୍ବାଧୀନତା ସଂଗ୍ରାମୀ ପଡିଆରେ ୪୨ ଫୁଟ ଉଚ୍ଚର ଏହି ସ୍ମୃତି ସ୍ତମ୍ଭ ନିର୍ମାଣ କରାଯାଉଛି । ବିଭିନ୍ନ ସହିଦ ପୀଠରୁ ଆସିଥିବା ମାଟି କଳସକୁ ଆଜି କ୍ରାନ୍ତି ଦିବସରେ ମୁଖ୍ୟମନ୍ତ୍ରୀ ସ୍ଥାପନ କରିବେ । ଏହି ସମାରୋହରେ ବହୁ ସ୍ବାଧିନତା ସଂଗ୍ରାମୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ବହୁ ସଦସ୍ୟ, ବିଧାୟକ, ସାଂସଦଙ୍କ ସହ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ରହିବେ ।

   Related Posts