Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

କରୋନା ସଚେତନତା : ମୁହଁରେ ମାସ୍କ ନାହିଁ ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ନାହିଁ

10/04/2020 at 11:18 AM

ଖୋର୍ଦ୍ଧା ୧୦।୦୪: ଗୁରୁଜଙ୍ଗ ଗ୍ରାମ୍ୟ କମିଟି ପକ୍ଷରୁ କରୋନା ରୋଗର ମୁକାବିଲା କରିବା ନେଇ ସଚେତନତା କାର୍ଯ୍ୟକ୍ରମ । ଗୁରୁଜଙ୍ଗ ମେଳନ ପଡିଆ ପରିବା ହାଟରେ କରାଯାଇଛି । ଏ ନେଇ ଜନସାଧାରଣଙ୍କୁ ମାସ୍କ, ସାବୁନ, ସୁଖିଲା ଖାଦ୍ୟ ଆଦି ବଣ୍ଟନ କରାଯାଇଛି। ଗ୍ରାହକ ମାନଙ୍କୁ ମାସ୍କ ପିନ୍ଧି ଅତ୍ୟାବଶ୍ୟକୀୟ  ସାମଗ୍ରୀ କିଣିବା ନେଇ ପରାମର୍ଶ ଦିଆଯାଇଛି।

ଯେଉଁ ଗ୍ରାହକମାନେ ମାସ୍କ ପିନ୍ଧି ଆସୁନାହାନ୍ତି ସେମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦେବା ନେଇ ଦୋକାନୀଙ୍କୁ ବାରଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଗୁରୁଜଙ୍କ ଗ୍ରାମ୍ୟ କମିଟିର ସଦସ୍ୟମାନେ ସାମିଲ ହୋଇଥିଲେ । ଗ୍ରାମ୍ୟ କମିଟିର ଏଭଳି ଜନ ମଙ୍ଗଳ କାର୍ଯ୍ୟକ୍ରମକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି। 

   Related Posts