Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ମାସ୍କ ନାହିଁ ତ ପେଟ୍ରୋଲ୍‌-ଡିଜେଲ ନାହିଁ

10/04/2020 at 11:53 AM

ଭୁବନେଶ୍ୱର ୧୦।୦୪: ମାସ୍କ ନାହିଁ ତ ପେଟ୍ରୋଲ୍‌ ନାହିଁ। ଯଦି ଆପଣମାନେ ମାସ୍କ ପିନ୍ଧି ନ ଥିବେ ତେବେ ପେଟ୍ରୋଲ ପମ୍ପରେ ତେଲ ମିଳିବନି । ରାଜ୍ୟର ପେଟ୍ରୋଲିୟମ ଡିଲରମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ତଥା ଗ୍ରାହକ ଓ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସେମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ ସାଧାରଣ ସମ୍ପାଦକ କହିଛନ୍ତି ଯେ, କରୋନା ମୁକାବିଲା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି । ସାଧାରଣ ଜନତାଙ୍କ ସ୍ୱାର୍ଥ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଏହାଛଡ଼ା ପେଟ୍ରୋଲ ପମ୍ପରେ କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗାଇ ଗ୍ରାହକଙ୍କୁ ସେବା ଯୋଗାଉଛନ୍ତି । ଏଣୁ ଉଭୟ ଗ୍ରାହକ ଓ କର୍ମଚାରୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ପେଟ୍ରୋଲ ପମ୍ପଗୁଡ଼ିକ ପକ୍ଷରୁ ବିନା ମାସ୍କରେ ତେଲ ନ ଦେବାକୁ ନିଷ୍ପତ୍ତି ନେଇଥିବା ଶ୍ରୀ ଲାଠ କହିଛନ୍ତି ।

   Related Posts