Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ପାରାଦୀପରେ କାଉ ମଡକ, ପରୀକ୍ଷା ପାଇଁ ଗଲା ରକ୍ତ ନମୁନା

4/01/2020 at 10:26 AM

ପାରାଦୀପ ୪।୧: ପାରାଦୀପରେ କାଉ ମଡକ । ବିଭିନ୍ନ ସ୍ଥାନରେ କାଉ ମରି ପଡିଥିବା ଦେଖିବାକୁ ମିଳିଛି । ପାରାଦୀପ ମେଡ଼ିକାଲ ପରିସର, ବଡ଼ ପଡିଆ ମାର୍କେଟ୍ ଭଳି ଜନଗହଳିପୂର୍ଣ୍ଣ ଅନେକ ସ୍ଥାନରେ କାଉ ମରି ପଡିଛନ୍ତି । ଯାହାକୁ ଦେଖି ଲୋକମାନେ ଭୟଭୀତ ହୋଇପଡିଛନ୍ତି ।

ତେବେ ଏହି କାଉ କେଉଁ କାରଣରୁ ମରୁଛନ୍ତି ତାହା ସ୍ପଷ୍ଟଭାବେ ଜଣାପଡିନାହିଁ । ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ କାଉଗୁଡିକର ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି ।

   Related Posts