Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପୁରୀ ଜିଲ୍ଲା ଶିଆଳ ଗାଁ ପାଖ ଜଙ୍ଗଲରେ କାଉ ମଡକ ; ସ୍ଥାନୀୟ ଅଞ୍ଚଳରେ ଆତଙ୍କ

8/12/2018 at 10:21 AM

ପୁରୀ ୦୮|୧୨: ପୁରୀ ଜିଲ୍ଲାଶିଆଳ ଗଁ। ପାଖ ଜଙ୍ଗଲରେ କାଉ ମଡକ ଦେଖିବାକୁ ମିଳିଛି । ଏହି ଖବର ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଜାଇଥିବା ବେଳେ, ଚିଲିକା ନଳବଣ ଠାରୁ ମାତ୍ର ୧୪ କିମି ଦୁରରେ ଏପରି କାଉ ମଡକ ଦେଖିବାକୁ ମିଳିଛି। ଏବେ ଚିଲିକାରେ ଲକ୍ଷଧତ୍କ ପକ୍ଷୀ ମାନଙ୍କ ସମାଗମ ହୋଇଥିବାରୁ ତାଙ୍କାଠାରୁ ରୋଗ ବ୍ୟାପିଥିବା ସନ୍ଦେହକରାଯାଉଛି । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି କାଉ ମାନଙ୍କର ରକ୍ତ ନମୁନା ସଂଗ୍ରହ କରି ପରିକ୍ଷାପାଇଁ ପଠାଇଛି । ତେବେ ଏନେଇ ଗାଁଲୋକେ ଲୋକମାନଙ୍କୁ ସଚେତନତା କରାଇବା ପାଇଁ ଦାବି କରିଛନ୍ତି ।  

   Related Posts